୪୦ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର:ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ୪୦ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ପ୍ରତିଥର ପରି ଏଥର ମଧ୍ୟ ବିଜେଡିର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ରହିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥି ସହିତ ବିଜେଡିର ଦ୍ୱିତୀୟ ଷ୍ଟାର କ୍ୟାମ୍ପେନର ତାଲିକାରେ କାର୍ତ୍ତିକ ପାଣ୍ଡିଆନ ଓ ତାଲିକାର ତୃତୀୟ ସ୍ଥାନରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ଶ୍ରୀମୟୀ ମିଶ୍ର ସାମିଲ

ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌. ଭାସ୍କର ରାଓ, ସୁବାସ ସିଂହ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁନା ଖାନ୍‌, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡ଼େଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ଏସ୍କେ ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ ।

bjd announcesbjd announces names of star campaigners
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami