ରନ୍‌ୱେରୁ ଖସିଗଲା ମିଆଁମାର ସେନା ବିମାନ; ୬ ଜଣ ଆହତ

Above Post Content

ଆଇଜଲ: ମଙ୍ଗଳବାର ସକାଳେ ମିଜୋରାମରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି । ମ୍ୟାନ୍‌ମାର ସୈନ୍ୟ ବିମାନ ଏଠାରେ ଥିବା ଲେଙ୍ଗପୁଇ ବିମାନବନ୍ଦରରେ ରନୱେରୁ ଖସିପଡ଼ିଛି । ବିମାନରେ ପାଇଲଟଙ୍କ ସମେତ ବିମାନରେ ୧୪ ଜଣ ଥିଲେ । ଏଥିମଧ୍ୟରୁ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଲେଙ୍ଗପୁଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Middle post content

ବିମାନରେ ଆସୁଥିଲେ ମିଆଁମାର ସୈନିକ

After 2nd paragraph post ads

ମିଆଁମାର ସେନା ଏବଂ ନାଗରିକ ସେନା ମଧ୍ୟରେ ସଂଘର୍ଷ ହେତୁ ଲଙ୍ଗଟଲାଇ ଜିଲ୍ଲାରୁ ପଳାୟନ କରିଥିବା ମିଆଁମାର ସୈନିକମାନଙ୍କୁ ଏହି ବିମାନରେ ଅଣାଯାଉଥିଲା । ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଅବତରଣ କରିବା ପରେ ବିମାନଟି ରନୱେରୁ ଖସିଗଲା । ଫଳରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଳରେ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami