odisha congress

ମୋହନ ସରକାରଙ୍କୁ ଟାର୍ଗେଟ କଲେ ନିରଞ୍ଜନ

ଭୁବନେଶ୍ୱର : ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁଣି ଥରେ ରତ୍ନ ଭଣ୍ଡାର ଖୋଲିବାନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ମାର୍ଗଦର୍ଶିକା ଅନୁଯାୟୀ ୧୧ ଜଣିଆ କମିଟି ସଦସ୍ୟ ଉପସ୍ଥିତ ରହି ବିସ୍ତୃତ ଆଲୋଚନା କରିଥିବା ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ଡା. ଅରବିନ୍ଦ ପାଢ଼ୀ । ଆସନ୍ତା ୧୮ ତାରିଖରେ ପୁଣିଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାସହ ଭିତର ଭଣ୍ଡାରରେ ଥିବା ଅଳଙ୍କାର ଆଦି ସ୍ଥାନାନ୍ତର କରାଯିବ ବୋଲି …

ମୋହନ ସରକାରଙ୍କୁ ଟାର୍ଗେଟ କଲେ ନିରଞ୍ଜନ Read More »

bjd@25, bjd foundation day, 25th anniversary bjd, biju janata dal, naveen patnaik, opposition parties, odisha politics, pranab prakash das, rising odisha

୨୫ ପାହଚ ପରେ ବିଜେଡି, ବିରୋଧିଙ୍କ ପାଖରେ ନାହିଁ କାଟ

ନବୀନ ପଟ୍ଟନାୟକ ଓ ତାଙ୍କ ଦଳ ବିଜେଡି ଜାତୀୟ ଗଣମାଧ୍ୟମଙ୍କ ପାଇଁ ଗୋଟିଏ କେସ୍ ଷ୍ଟଡି । ୨ ହଜାର ମସିହା ପରଠାରୁ ନବୀନ ନାମକ କିମ୍ବଦନ୍ତି ସହିତ ବିଜୁ ଜନତା ଦଳ ମଧ୍ୟ ଜାତୀୟସ୍ତରର ରାଜନୈତିକ ବିଶ୍ଲେଷକଙ୍କ ପାଇଁ ଅବୁଝା ଅଙ୍କ ହୋଇ ରହିଯାଇଛି । ଏହା ନିକଟରେ ଓଡ଼ିଶା ଆସିଥିବା ବରିଷ୍ଠ ସାମ୍ବାଦିକ ଶେଖର ଗୁପ୍ତାଙ୍କ କଥନରୁ ଜଣା ପଡେ । ଶେଖର କହିଥିଲେ ଯେ, ଓଡ଼ିଶା ନିର୍ବାଚନରେ ଥ୍ରିଲ୍ ନଥାଏ । ରୋମାଂଚ …

୨୫ ପାହଚ ପରେ ବିଜେଡି, ବିରୋଧିଙ୍କ ପାଖରେ ନାହିଁ କାଟ Read More »

odisha politics, odisha congress, odisha bjp, bjp b team, bjd, odisha political drama, rising odisha

ରାଜନୀତି ‘ନାଟକ’ରେ କମବ୍ୟାକ୍ ପଲିଟିକ୍ସର ମାଇଲେଜ୍ ‘ଏପିସୋଡ୍’

ଗୋଟିଏ ଅପରାଧିକ କାଣ୍ଡ । କାଣ୍ଡ ପଛରେ ଜଣେ ଭ୍ରଷ୍ଟ ବ୍ୟକ୍ତିର ହାତ । ପୋଲିସ ତଦନ୍ତରୁ ସତ କ’ଣ ସବୁ ଜଳଜଳ ଦିଶୁଛି । କିନ୍ତୁ ନିଜ ନ୍ୟାରେସନ ଓ ନିଜ ହିସାବର ସତ ଖୋଜୁଥିବା ଓ ‘ସତ’ ତିଆରି କରୁଥିବା ରାଡନୈତିକ ଦଳ ତଥା ନେତାଙ୍କ ପାଇଁ ଏହି ‘ସତ’ ସତ ନୁହେଁ । ସେମାନେ ମେକ୍ ଇନ୍ ଇଣ୍ଡିଆ ଭଳି ନିଜ ’ସତ’ ନିଜ ମିଛ କାରଖାନାରେ ତିଆରି କରିବାକୁ ଚାହାନ୍ତି । …

ରାଜନୀତି ‘ନାଟକ’ରେ କମବ୍ୟାକ୍ ପଲିଟିକ୍ସର ମାଇଲେଜ୍ ‘ଏପିସୋଡ୍’ Read More »

RSS
Follow by Email
Scroll to Top
Close Bitnami banner
Bitnami