Browsing Tag

uttar pradesh elections 2022

ଶାହାଙ୍କ ମାୟାବତୀଙ୍କୁ ପ୍ରଶଂସାର କାରଣ କ’ଣ ? ଭୋଟରଙ୍କୁ ବିଭ୍ରାନ୍ତ କରିବା ରଣନୀତି କି ?

ଭାରତୀୟ ରାଜନୀତିରେ ଏମିତି ଖୁବକମ ଉଦାହରଣ ରହିଛି ଯେତେବେଳେ ବଡ଼ ନିର୍ବାଚନୀ ମହାସମର ଭିତରେ ଗୋଟିଏ ଦଳର ମୁଖ୍ୟ ଆଉ ଗୋଟଏ ଦଳର ମୁଖ୍ୟଙ୍କୁ ପ୍ରଶଂସା କରିଛନ୍ତି । ସେହିଭଳି ଚକିତ କରିବା ଭଳି ଘଟଣା ଏବେ ଉତ୍ତରପ୍ରଦେଶ ନିର୍ବାଚନରେ ଦେଖିବାକୁ ମିଳିଛି । ବିଜେପିର ଚାଣକ୍ୟ ଭାବେ ପରିଚିତ ଅମିତ
Read More...

2022-23 ବଜେଟ୍ : ୫୮ ପ୍ରତିଶତଙ୍କ ମତ ବଜେଟ୍ କାମକୁ ନୁହେଁ

ମୋଦି ସରକାରର ୨୦୨୨ ବଜେଟକୁ ନେଇ ଉତ୍ତର ଭାରତର ଏକ ପ୍ରମ୍ମୁଖ ହିନ୍ଦି ଖବରକାଗଜ ଦୈନିକ ଭାସ୍କର କରିଥିବା ଅନଲାଇନ୍ ସର୍ବେକ୍ଷଣରୁ ଯେଉଁ ତଥ୍ୟ ଆସିଛି ତାହା କେନ୍ଦ୍ର ସରକାର ଲାଗି ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ସତର୍କ ଘଣ୍ଟି । ଏହି ସର୍ଭେରେ ଭାଗ ନେଇଥିବା ୫୮ ପ୍ରତିଶତରୁ ଅଧିକ
Read More...

RPN ସିଂ, ଜିତେନା ପ୍ରସାଦ ଓ ସିନ୍ଧିଆ, ଭାଙ୍ଗିବାରେ ଲାଗିଛି ରାହୁଲଙ୍କ କୋର୍ ଟିମ୍

କଂଗ୍ରେସର ଅସ୍ଥିତ୍ୱ ପାଇଁ ଏହା ହେଉଛି ସବୁଠାରୁ ଆହ୍ୱାନମୁଳକ ସମୟ । ଦଳରୁ ନେତାଙ୍କ ପଳାୟନ ଥମିବାର ନାଁ ନେଉନାହିଁ । ଦଳଛାଡି ନେତା ଏମିତି ପଳାୟନ କରୁଛନ୍ତି ଯେମିତି ଡୁବୁଥିବା ଜାହାଜରୁ ମୁଷା ପଳାୟନ କରନ୍ତି । ଛୋଟମୋଟ ନେତା ଦଳ ଛାଡିବା ଅଲଗା କଥା କିନ୍ତୁ କଂଗ୍ରେସ ପାଇଁ ସମସ୍ୟା ହେଉଛି
Read More...

ମୁଖପାତ୍ର ପଦବୀ ପାଇଁ କଂଗ୍ରେସ ଚାହୁଁଛି ଯୋଗ୍ୟ ପ୍ରାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ମୋଦି କାଳରେ କଂଗ୍ରେସର ରାଜନୈତିକ ସୂଚକାଙ୍କ ଗଲା ୭ ବର୍ଷରେ ଢେର ତଳକୁ ଖସି ଯାଇଛି । ୨୦୧୪ ପରଠାରୁ ଗୋଟିଏ ପରେ ଗୋଟିଏ ରାଜ୍ୟ ହରାଇ ଚାଲିଛି କଂଗ୍ରେସ । ୨୦୧୭ରେ ସମାଜବାଦୀ ପାର୍ଟି ସହିତ ମେଣ୍ଟ କରି କଂଗ୍ରସ ଉତ୍ତର ପ୍ରଦେଶରେ କ୍ଷମତା ଦଖଲ କରିବା ସ୍ୱପ୍ନ ଦେଖିଥିଲା । କିନ୍ତୁ କ୍ଷମତାକୁ
Read More...

ନିଜ ରାଜନୈତିକ ଦଳ ଗଢିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କେମିତି କରିବେ ନିଜ ପାର୍ଟିର ପଞ୍ଜିକରଣ

୨୦୨୨ରୁ ଆରମ୍ଭ ହେଉଛି ଭୋଟ୍ ଋତୁ । ଉତ୍ତର ପ୍ରଦେଶ ନିର୍ବାଚନରୁ ଆରମ୍ଭ ହେବାକୁ ଥିବା ଏହି ରାଜନୈତିକ କୁମ୍ଭ ୨୦୨୪ ସାଧାରଣ ନିର୍ବାଚନର ମହାକୁମ୍ଭରେ ସରିବ । ଏହାରି ଭିତରେ ବିଭିନ୍ନ ଦଳରେ ଥିବା ଅସନ୍ତୁଷ୍ଟ, ବିଦ୍ରୋହୀ ଅନ୍ୟ ଦଳକୁ ଡେଇଁବେ । ପୁଣି କିଛି ନିଜ ବ୍ରାଣ୍ଡ୍ ପଲିଟିକାଲ ପାର୍ଟି
Read More...
Close Bitnami banner
Bitnami